Posted inଖେଳ

ବିରୁଷ୍କାଙ୍କୁ ଅନ୍‌ଫଲୋ କଲେ ରୋହିତ

ମୁମ୍ବାଇ,୨୬।୭- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଇନ୍‌ଷ୍ଟାଗ୍ରାମରେ ଜଣେ ବଡ଼ ଫଲୋଅର ହରାଇଛନ୍ତି। ଦଳର ଉପଅଧିନାୟକ ରୋହିତ ଉଭୟ ବିରାଟ ଓ ଅନୁଷ୍କା (ବିରୁଷ୍କା)ଙ୍କୁ ଅନ୍‌ଫଲୋ କରିଛନ୍ତି। ଏହା ଭାରତୀୟ ଦଳରେ ଥିବା ଫାଟକୁ ଦର୍ଶାଉଛି। ନିକଟରେ ଶେଷ ହୋଇଥିବା ବିଶ୍ୱକପ୍‌ର ସେମିଫାଇନାଲ ପରାଜୟ ପରେ ଦଳର ଦୁଇ ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ମଧ୍ୟରେ ଠିକ୍‌ ବୁଝମଣା ନ ଥିବା କିଛି ରିପୋର୍ଟରେ ପ୍ରକାଶ ପାଇଥିଲା। ଦଳର କୌଣସି ଖେଳାଳି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି। ତେବେ କୋହଲିଙ୍କୁ ଅନ୍‌ଫଲୋ କରି ରୋହିତ ଦଳରେ ଫାଟ ଥିବା ରିପୋର୍ଟରେ ମୋହର ମାରିଛନ୍ତି। ଉଲ୍ଲେଖଥାଉ କି, ବିରୁଷ୍କା ମଧ୍ୟ ରୋହିତଙ୍କୁ ଫଲୋ କରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri