ବିରୋଧୀ ଦଳ, ଗଣମାଧ୍ୟମ ଚାପରେ ଫେରିଲା ଜଗନ୍ନାଥଙ୍କ ଟଙ୍କା: ସୁର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଫେରିଛି ଘରୋଇ ୟେସ୍‌ ବ୍ୟାଙ୍କରେ ଥିବା ମହାପ୍ରଭୁଙ୍କ ଟଙ୍କା। ଏହି ଉପଲକ୍ଷେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ। ବିରୋଧୀ ଦଳ ଏବଂ ଗଣମାଧ୍ୟମ ଚାପରେ ଜଗନ୍ନାଥଙ୍କ ଟଙ୍କା ଫେରିଛି। ଏଥିପାଇଁ ସମସ୍ତ ବିରୋଧୀ ଦଳ, ଗଣମାଧ୍ୟମ ଓ ରିଜର୍ଭ ବ୍ୟାଙ୍କକୁ ଧନ୍ୟବାଦ। ବାକି ଥିବା ଟଙ୍କା ତୁରନ୍ତ ଫେରାଯାଉ ବୋଲି ସେ କହିଛନ୍ତି। ଏଥିସହ ଯେଉଁମାନେ ସରକାରୀ ବ୍ୟାଙ୍କରୁ ଟଙ୍କା ଉଠାଇ ୟେସ୍‌ ବ୍ୟାଙ୍କରେ ରଖିଥିଲେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସୁର କହିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ମୋଟ ୫୪୫ କୋଟି ଟଙ୍କାରୁ ୩୮୯ କୋଟି ଟଙ୍କା ସୁଧ ସହ ଜମା ହୋଇଛି। ସେହିଭଳି ଆସନ୍ତା ୩୦ ତାରିଖରେ ବାକି ୧୫୬ କୋଟି ଟଙ୍କା ମାଚ୍ୟୁରିଟି ହେଉଛି। ଏହାପରେ ବ୍ୟାଙ୍କ ସମସ୍ତ ଟଙ୍କା ଫେରାଇବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri