Posted inଜାତୀୟ

ବିରୋଧୀ ଦଳ ନେତାଙ୍କ ସହ: ଆଜି ଶ୍ରୀନଗର ଯିବେ ରାହୁଲ

ନୂଆଦିଲ୍ଲୀ,୨୪।୮(ପି.ଟି.): ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି ଶନିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶ୍ରୀନଗର ଗସ୍ତ କରିବେ। ଉପତ୍ୟକାବାସୀଙ୍କୁ ଭେଟିବା ଲାଗି ତାଙ୍କ ସହ ବିଭିନ୍ନ ବିରୋଧୀ ଦଳର ନେତା ସେଠାକୁ ଯିବାର ଯୋଜନା ରହିଛି। ୩୭୦ ଧାରା ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା, ବିଭିନ୍ନ ନେତାଙ୍କୁ ଗୃହବନ୍ଦୀ କରାଯିବା ଓ କଟକଣା ଲଗାଯିବାକୁ ବିରୋଧୀମାନେ ସମାଲୋଚନା କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସରୁ ଗୁଲାମ ନବୀ ଆଜାଦ, ଆନନ୍ଦ ଶର୍ମା, ସିପିଆଇଏମ୍‌ରୁ ସୀତାରାମ ୟେଚୁରୀ, ସିପିଆଇରୁ ଡି. ରାଜା, ଡିଏମ୍‌କେରୁ ତିରୁଚି ଶିବା, ଆର୍‌ଜେଡିରୁ ମନୋଜ ଝା, ଏନ୍‌ସିପିରୁ ଦୀନେଶ ତ୍ରିବେଦୀ ଶ୍ରୀନଗର ଗସ୍ତ କରିବେ। ବରିଷ୍ଠ କଂଗ୍ରେସ ନେତାମାନେ ଶୁକ୍ରବାର ସନ୍ଧ୍ୟାରେ ଗସ୍ତ ନେଇ ଆଲୋଚନା କରିଥିବା ଜଣାପଡ଼ିଛି। ସରକାର ଅଶାନ୍ତି ବୃଦ୍ଧି ଆଶଙ୍କାରେ ସେଠାକୁ କୌଣସି ରାଜନେତାଙ୍କୁ ଛାଡ଼ୁ ନ ଥିବାବେଳେ ବିରୋଧୀ ନେତାଙ୍କ ଏଭଳି ପ୍ରୟାସ କେତେକ ସଫଳ ହେବ ତାହା ଶନିବାର ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri