ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ ଆକ୍ରମଣ କଲେ ଦୁଇଟି ଭାଲୁ, ଜଣେ ଗୁରୁତର

ଯାଜପୁର ରୋଡ,୫।୧୨(ନି.ପ୍ର.): ଯାଜପୁର ଜିଲା ରାଣୀପଡ଼ା ପଞ୍ଚାୟତ ମୂଳାସାର ଗ୍ରାମର ଜଗବନ୍ଧୁ ମଳିକ ଗୁରୁବାର ସକାଳେ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଯାଜପୁର ରୋଡ ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ଜଗବନ୍ଧୁ ବିଲକୁ ଧାନ କାଟିବାଲାଗି ସକାଳେ ଯାଇଥିଲେ। ହଠାତ୍‌ ସମ୍ମୁଖରୁ ଦୁଇଟି ଭାଲୁ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ସେ ନିଜ ଜୀବନକୁ ରକ୍ଷା କରିବାକୁ ଯାଇ ଭାଲୁଙ୍କ ସହ ଲଢ଼ିବା ସହ ପାଖ ବିଲରେ ଥିବା ଲୋକମାନଙ୍କୁ ପାଟି କରି ଡାକିଥିଲେ। ଲୋକମାନେ ଭାଲୁଙ୍କୁ ଘଉଡ଼ାଇ ଜଗବନ୍ଧୁଙ୍କୁ ଉଦ୍ଧାର କରିଥିଳେ। ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri