ବିଲମାଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ

ବଇଣ୍ଡା,୨୫।୫(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ନିକଟସ୍ଥ ଅର୍ପତ ଘାଇ ବିଲମାଳରେ ଶନିବାର ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ଶିଶୁକୁ କେହି ଜନ୍ମ କରି ଫିଙ୍ଗି ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଗ୍ରାମବାସୀଙ୍କ କହିବାଅନୁଯାୟୀ, କେହିଜଣେ ଅବିବାହିତା ଶିଶୁଟିକୁ ଜନ୍ମ ଦେଇ ଲୋକ ଲଜ୍ୟା ଯୋଗୁ ପକାଇ ଦେଇଛନ୍ତି। ଏ ନେଇ ଗ୍ରାମବାସୀ ପୋଲିସକୁ ଅବଗତ କରାଇଥିଲେ ମଧ୍ୟ ପୋଲିସ ଘଟଣାସ୍ଥଳକୁ ଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଠାକୁର଼ଗଡ଼ ଥାନା ଆଇଆଇସି ଗବାକ୍ଷ ନାୟକଙ୍କୁ ପଚାରିବାରୁ କୌଣସି ଉତ୍ତର ନ ଦେଇ ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri