Posted inଫୁରସତ

ବିଲେଇଙ୍କ ଫ୍ୟାଶନ ଶୋ’

ପ୍ରତିଦିନ ଦୁନିଆରେ ବିଭିନ୍ନ ପ୍ରକାରର ଫ୍ୟାଶନ ଶୋ’ ଆୟୋଜିତ ହୋଇଥାଏ। କିନ୍ତୁ କେବେ ବିଲେଇଙ୍କ ଫ୍ୟାଶନ ଶୋ ସମ୍ପର୍କରେ ଶୁଣିଛନ୍ତି? ଆମେରିକାର ନ୍ୟୁୟର୍କ ସହରରେ ପ୍ରତିବର୍ଷ ବିଲେଇମାନଙ୍କ ପାଇଁ ଆୟୋଜିତ ହୋଇଥାଏ ଫ୍ୟାଶନ ଶୋ। ଏହି ଶୋ’ରେ ବିଲେଇମାନେ ପ୍ରୋଫେଶନାଲ ଡିଜାଇନରଙ୍କ ଦ୍ୱାରା ଡିଜାଇନ୍‌ କରାଯାଇଥିବା ରଙ୍ଗ ବେରଙ୍ଗର ପୋଷାକ ପିନ୍ଧି ଲୋକଙ୍କ ମନୋରଞ୍ଜନ କରିଥାନ୍ତି। ଆଲଗୋନଙ୍କ୍ବିନ୍‌ ହୋଟେଲରେ ଆୟୋଜିନ ଏହି ନିଆରା ଫ୍ୟାଶନ ଶୋରେ ଚଳିତ ବର୍ଷ ଗୋଲାପି ଶୁଟ ଏବଂ ପଗଡି ପରିହିତ ‘ସେକି’ ନାମକ ଏକ ବିଲେଇ ନିଜର ମାଲିକଙ୍କ ସହ ଏହି ପ୍ରତିଯୋଗିତାରେ ଭାରତକୁ ପ୍ରତିନିଧିତ୍ୱ କରିଥିଲା। ସେହିଭଳି କଳାଧଳା ରଙ୍ଗର ‘ବଲ୍‌ବୋ’ ନାମକ ଏକ ବିଲେଇ ଆମେରିକାନ୍‌ ଫ୍‌ଲାଗ ପ୍ରିଣ୍ଟର ଏକ ପାଇଜାମା ଏବଂ ଏକ ଚଷମା ପରିଧାନ କରି ର଼୍ୟାମ୍ପ ଓ୍ବାକ୍‌ କରୁଥିବାର ନଜର ଆସିଥିଲା। ଏହିଭଳି ବିଭିନ୍ନ ଦେଶର ଅନେକ ପ୍ରଜାତିର ବିଲେଇ ଭଳିକି ଭଳି ଡିଜାଇନର ପୋଷାକ ପରିଧାନ କରି ନିଜ ମାଲିକଙ୍କ ସହ ର଼୍ୟାମ୍ପ ଓ୍ବାକ କରିଥିଲେ। ତେବେ ପ୍ରାଣୀମାନଙ୍କ ଲାଗି କାର୍ଯ୍ୟ କରୁଥିବା ସ୍ବୟଂସେବକ ସଂସ୍ଥାମାନଙ୍କ ଲାଗି ପାଣ୍ଠି ସଂଗ୍ରହ କରିବା ଏହି ଫ୍ୟାଶନ ଶୋର ମୁଖ୍ୟ ଉଦ୍ଦେଶ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri