ଚିକିଟି,୫ା୧୨(ଡି.ଏନ୍.ଏ.)- ଗଞ୍ଜାମଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ କରବାଲୁଆ ଗ୍ରାମର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଶ୍ରମିକ କରବାଲୁଆର ବିଜୁଳି ସେଠୀ (୧୮)। ବିଜୁଳି ମା’ଙ୍କ ସହ ଦାଦନ ଖଟିବାକୁ ଚେନ୍ନାଇ ଯାଇଥିଲେ। ସେଠାରେ କିଛିଦିନ ହେଲା ବିଜୁଳିଙ୍କୁ ଜ୍ୱର ହୋଇଥିଲା। ଚେନ୍ନାଇରୁ ରେଳଯୋଗେ ମା’ ପୁଅ ଘରକୁ ଫେରୁଥିବାବେଳେ ବିଜୟନଗରଠାରେ ଟିଟି ଟିକେଟ୍ ଚେକ୍ କରି ବିଜୁଳିଙ୍କ ମା’ଙ୍କୁ ଟ୍ରେନ୍ରୁ ଓହ୍ଲାଇ ଦେଇଥିଲେ। ଏହି ଘଟଣାର ୩ ଦିନ ପରେ ଗୁରୁବାର ସକାଳେ ବିଜୁଳିଙ୍କ ମୃତଦେହ ଜିଆର୍ପି ପୋଲିସ ବିଶାଖାପାଟଣା ରେଳଷ୍ଟେସନ ସ୍ଥିତ ଡଷ୍ଟବିନ୍ ନିକଟରୁ ଉଦ୍ଧାର କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ଗୁରୁବାର କରବାଲୁଆ ଆଣି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପରିବାର ଲୋକେ ମୃତଦେହ ସଂସ୍କାର କରିଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ମା’ ଜିଆର୍ପି ପୋଲିସକୁ କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…
ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି
ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...
ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ
ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର । ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
Archives


