ବିଶାଖାପାଟଣା-ସୁବେଦାରଗଞ୍ଜ ସୁବିଧା ସ୍ପେଶାଲ ଭାୟା ଭୁବନେଶ୍ୱର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୨୬ରୁ ଡିସେମ୍ବର ୧୨ ପର୍ଯ୍ୟନ୍ତ ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ। ଯାତ୍ରୀ ଗହଳି କମାଇବା ଲାଗି ଏହି ଟ୍ରେନ ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ଚଳାଚଳ କରିବ। ବିଶାଖାପାଟଣା-ସୁବେଦାରଗଞ୍ଜ(୮୨୮୫୧-୮୨୮୫୨) ୧୦ ଡିସେମ୍ବର ପର୍ଯ୍ୟନ୍ତ ପ୍ରତି ମଙ୍ଗଳବାର ବିଶାଖାପାଟଣାରୁ ରାତି ୧୧ଟା ୫୦ରେ ଛାଡ଼ିବ। ସେହିପରି ୨୮ ନଭେମ୍ବରରୁ ୧୨ ଡିସେମ୍ବର ପର୍ଯ୍ୟନ୍ତ ପ୍ରତି ଗୁରୁବାର ସୁବେଦାରଗଞ୍ଜରୁ ଅପରାହ୍ନ ୩ଟା ୩୦ରେ ଛାଡ଼ିବ। ଏହି ଟ୍ରେନ୍‌ରେ ଗୋଟିଏ ଦ୍ୱିତୀୟ ଶ୍ରେଣୀ ଏସି, ୩ ତୃତୀୟ ଶ୍ରେଣୀ ଏସି, ୭ ଶୟନଯାନ, ୩ ଦ୍ୱିତୀୟ ଶ୍ରେଣୀ ଚେୟାର କାର୍‌ ରହିଛି। ବିଜୟନଗରମ୍‌, ଶ୍ରୀକାକୁଲମ ରୋଡ଼, ପଲାସା, ବ୍ରହ୍ମପୁର, ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, ନରାଜ ମାର୍ଥାପୁର, ଭଦ୍ରକ, ବାଲେଶ୍ୱର, ହିଜିଲି, ମିଦନାପୁର, ବଙ୍କୁରା, ଆଦ୍ରା, ଗୋମୋହ, କୋଦର୍ମା, ଗୟା, ସାସାରାମ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜଙ୍କଶନ, ମିର୍ଜାପୁର, ଆଲ୍ଲାହାବାଦରେ ଟ୍ରେନ୍‌ ରହଣି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri