ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ଧାରଣା

ବଡ଼ସାହି,୬ା୧୨(ସ୍ବ.ପ୍ର)-ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ବ୍ଲକ କଂଗ୍ରେସ ପକ୍ଷରୁ ଗୁରୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପ୍ରକାଶ କର ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ଜନ ସାଧାରଣ ଏହି ବିକ୍ଷୋଭ ସମାବେଶରେ ସାମିଲ ହୋଇଥିଲେ। ଡାକ୍ତରଖାନାରେ ବିଶେଷଜ୍ଞ ଡାକ୍ତର ଥିବା ସମ୍ପର୍କରେ ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଇଥିବା ମିଥ୍ୟା ଉତ୍ତରକୁ ନେଇ ଅସନ୍ତୋଷ ଦେଖା ଦେଇଥିଲା। ୭ଦିନ ମଧ୍ୟରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି କରା ନ ଗଲେ ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯିବ ବୋଲି ବ୍ଲକ କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି। ବିଧାନସଭା ଭଳି ପବିତ୍ର ଗୃହରେ ଏପରି ମିଥ୍ୟା ତଥ୍ୟ ପ୍ରଦାନ କରିଥିବା ମନ୍ତ୍ରୀ ତାଙ୍କର ଭୁଲ ସ୍ବୀକାର କରନ୍ତୁ ବୋଲି କଂଗ୍ରେସର ଯୁବ ନେତା ଶଶାଙ୍କଶେଖର କର ଦାବି କରିଛନ୍ତି ା ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ମନୋରଞ୍ଜନ ବଳା, ଗୁଣନିଧି ମହାନ୍ତି, ଆନନ୍ଦ ଶଙ୍କର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ୩୦ଟି ପଞ୍ଚାୟତରୁ ଶତାଧିକ ଜନସାଧାରଣ ଓ ଯୁବ ଛାତ୍ର ସାମିଲ ଥିଲେ ା ବିରଞ୍ଚିି ନାରାୟଣ ମହାପାତ୍ର, ଖଗେଶ୍ୱର ନାୟକ, ବିହାରୀଲାଲ ବେହେରା, ଛାତ୍ରନେତା ପ୍ରୀତଷ ପଣ୍ଡା, ଲିପୁନ ସେଠୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?