ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ କୁମାର କେରକେଟା, ମାଜିଷ୍ଟ୍ରେଟ ତଥା ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା, ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ମହାମିଳନ ମୁର୍ମୁ, ପୂର୍ବତନ ଜିଲା ପରିଷଦ ସଭ୍ୟ ଦିଲିପ କୁମାର ବେହେରାଙ୍କ ଉପସ୍ଥିତିରେ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଛେଣ୍ଡିପଦା ଥାନା ଓ ବଜାରକୁ ସାନିଟାଇଜ କରାଯାଇଛି । ଆଗାମୀ ଦିନରେ ବ୍ଲକର ସମସ୍ତ ଜନଗହଳି ସ୍ଥାନଗୁଡିକୁ ବିଶୋଧନ କରାଯିବ ବୋଲି ଅଗ୍ନିଶମ ସେକ୍କନ ଅଧିକାରୀ ବିଶ୍ୱାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେସନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri