ବିଶୋଧନ ହେଲା ପୁରୁଷୋତ୍ତମପୁର ସହର

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ୱର ରାଓଙ୍କ ତତ୍ତ୍ବାବଧାନରେ ମଙ୍ଗଳବାର ପୁରୁଷୋତ୍ତମପୁର ଅଗ୍ନିଶମ ବିଭାଗ ଅଧିକାରୀ ଉମାଚରଣ ଭଟ୍ଟମିଶ୍ରଙ୍କ ନେତୃତ୍ୱରେ ଦମକଳ ଗାଡି ମାଧ୍ୟମରେ ସହରକୁ ସମ୍ପୂର୍ଣ୍ଣ ବିଶୋଧନ କରାଯାଇଛି। ସହରର ରାସ୍ତା ଘାଟ, ସ୍ବାସ୍ଥ୍ୟକେନ୍ଦ୍ର, ବଜାରରେ କେମିକାଲ ମିଶା ଜଳ ସିଞ୍ଚନ କରାଯାଇଥିଲା। ଏହାସହ ଲୋକଙ୍କୁ ଏନ୍‌ଏସି ପକ୍ଷରୁ ମାସ୍କ, ଗ୍ଲୋବ୍‌ସ, ସାନିଟାଇଜର, ହ୍ୟାଣ୍ଡୱାସ୍‌ ବଣ୍ଟନ କରାଯାଇଛି। ଛତ୍ରପୁର ଉପ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଆସି ଏହାର ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri