ବିଶୋଧନ ହେଲା ଭଦ୍ରକ ସହର

ଭଦ୍ରକ ଅଫିସ , ୪।୪- ଭଦ୍ରକରେ ଗତକାଲି ୨ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଜିଲ୍ଲାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି ।ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସ ଟ୍ୱିଟ୍ କରି ଜଣାଇଛନ୍ତି ଯେ, ଗତକାଲିଠାରୁ ଭଦ୍ରକ ପୌରାଞ୍ଚଳରେ ବିଶୋଧନ କାମ ଜୋରଦାର୍ ହେବା ସହିତ ସହରର ସମ୍ବେଦନଶୀଳ ସ୍ଥାନ ଗୁଡ଼ିକରେ ଏହି ସାନିଟାଇଜେସନ ପ୍ରକ୍ରିୟା ଚାଲୁରହିବ । ପୌରାଞ୍ଚଳର ବିଭିନ୍ନ ସାହି, ବସ୍ତି ତଥା ରାସ୍ତାଘାଟକୁ ରାସାୟନିକ ପାଣି ପକାଇ ବିଶୋଧନ କାର୍ଯ୍ୟ ଚାଲୁରହିଛି । ଭଦ୍ରକ ପୌର ବିଭାଗ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ଏହି ସାନିଟାଇଜେସନ କାମ ଚାଲୁ ରହିଛି ।ଏଠାରେ ସୂଚନାଯୋଗ୍ୟ, ଜିଲାପାଳଙ୍କ ସୂଚନାନୁଯାୟୀ ଏହି ଦୁଇ ରୋଗୀ ନିଜାମୁଦ୍ଦିନରୁ ଫେରିଛନ୍ତି । ଏହା ଜଣାପଡ଼ିବା ପରେ ଉକ୍ତ ଅଞ୍ଚଳକୁ ସିଲ୍ କରିଦେବା ସହିତ ପୌରାଞ୍ଚଳରେ ବିଶୋଧନ କାର୍ଯ୍ୟ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri