ବିଶୋଧିତ ହେଉନି ପଟ୍ଟାମୁଣ୍ଡାଇ ପୌରାଞ୍ଚଳ:ଟୁଇଟ୍‌ କରି ଅଭିଯୋଗ କଲେ ଆଇନଜୀବୀ

ପଟ୍ଟାମୁଣ୍ଡାଇ, ୨୬।୪ (ସ୍ବ.ପ୍ର.)-ମହାମାରୀ କରୋନାର ପ୍ରତିଷେଧକ ଟିକା ଏ ଯାଏ ବାହାରି ପାରି ନ ଥିବା ବେଳେ ଭାରତ ସମେତ ସମଗ୍ର ବିଶ୍ୱରେ ଏହି ଭୂତାଣୁ ଦୈନିକ ହଜାର ହଜାର ଜୀବନ ନେବାରେ ଲାଗିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶକୁ ମେ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ଜନଗହଳି ସ୍ଥାନ ଓ ରାସ୍ତାଘାଟକୁ ବିଶୋଧିତ କରାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ମ୍ୟୁନିସିପାଲିଟି ଅଧୀନ ରାସ୍ତା ଓ ଗଳିରୁ ଅଳିଆ ସଫା ଓ ବିଶୋଧନ କାର୍ଯ୍ୟ ନାମକୁ ମାତ୍ର କରାଯାଉଛି। ପୌରପରିଷଦରେ ୫୮ ଜଣ ସଫେଇ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ପୌରାଞ୍ଚଳରେ ସଫେଇ କାର୍ଯ୍ୟ ଠିକ୍‌ ଭାବେ କରାଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ବରିଷ୍ଠ ଆଇନଜୀବୀ ବିଜୟ କେତନ ସ୍ବାଇଁ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ, କେନ୍ଦ୍ରାପଡ଼ା ଜିଲାପାଳ ଓ ସ୍ବାସ୍ଥ୍ୟ ସଚିବଙ୍କୁ ଟୁଇଟ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri