ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ, ୭ା୪- ସୋମବାର ସକାଳୁ ତୃତୀୟ ଦିନରେ ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି ପଞ୍ଚାୟତ ଅଞ୍ଚଳରେ ବିଶୋଧନ ସ୍ପ୍ରେ କରାଯାଇଛି। ସୂଚନା ଥାଉକି ଭଦ୍ରକ ତଥା ଆଖପାଖ ଅଞ୍ଚଳରେ ୩ କରୋନା ରୋଗୀ ଚିହ୍ନଟ ହେବା ପରେ ସହରର ସମସ୍ତ ୱାର୍ଡ଼ ଓ ପାଖ ପଞ୍ଚାୟତ ଅଞ୍ଚଳରେ ବିଶୋଧନ ସ୍ପ୍ରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri