ବିଶ୍ବାସ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ଆର୍‌.ଉଦୟଗିରି,୧୯ା୪(ଡି.ଏନ୍‌.ଏ.)- ମୋହନା ନୀଳକଣ୍ଠେଶ୍ବର ମନ୍ଦିର ରାସ୍ତାରେ ଥିବା ବିଶ୍ବାସ କ୍ଲିନିକକୁ ଶନିବାର ସିଲ୍‌ କରିଛି ପ୍ରଶାସନ। କରୋନା ନିୟମ ଉଲ୍ଲଘଂନ ସହ ନଥିପତ୍ର ନଥାଇ ବେଆଇନ ଭାବେ ଉକ୍ତ କ୍ଲିନିକ ଚାଲିଥିବା ଅଭିଯୋଗ ହେଉଥିଲା। ପରେ ମୋହନା ତହସିଲଦାର, ଥାନା ଅଧିକାରୀ ଏବଂ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ କ୍ଲିନିକ ମାଲିକଙ୍କୁ ଚେତାବନୀ ଦେଇଥିଲେ। କିନ୍ତୁ ଏହାପରେ ମଧ୍ୟ ସେ ନିୟମାବଳୀକୁ ନମାନି କ୍ଲିନିକ ଚାଲୁ ରଖିଥିଲେ। ସେଠାରେ ସାମାଜିକ ଦୂରତା ପାଳନ କରାଯାଉନଥିଲା। ତେଣୁ ଶନିବାର ମୋହନା ତହସିଲଦାର କଲ୍ୟାଣୀସଂଘମିତ୍ରା ଦେବୀ ପୋଲିସ ଟିମ୍‌ ସହ ଯାଇ କ୍ଲିନିକ୍‌ଟିକୁ ସିଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri