ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁ ସ୍ତରରେ ପରିବେଶ ସୁରକ୍ଷା ପାଇଁ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି କହିଥିଲେ। ଜଳବାୟୁ ପରିବର୍ତ୍ତନ ଯୋଗୁଁ ପୃଥିବୀ ପ୍ରତି ବିପଦ ମାଡ଼ି ଆସୁଛି। ପରିବେଶ ଦିନକୁ ଦିନ ନଷ୍ଟ ହେଉଛି। ତେଣୁ ଏହାକୁ ଆଖି ଆଗରେ ରଖି ଆମେ ସମସ୍ତେ ମିଳିମିଶି ଧରିତ୍ରୀ ର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଉପସ୍ଥିତ ଲୋକଙ୍କୁ ଶତପଥି ଆହ୍ବାନ କରିଥିଲେ। ଶିଳ୍ପ ତାଲିମ କେନ୍ଦ୍ର ର ଅଧକ୍ଷ ମଧୁସୂଦନ ମହାପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ପରିବେଶପ୍ରେମୀ ବଳରାମ ମହାରଣା ସମ୍ମାନୀତ ଅତିଥି ଏବଂ କ୍ୟାପଟେନ ମହେନ୍ଦ୍ର କୁମାର ସୱାଇଁ ମୁଖ୍ୟବକ୍ତା ଭାବେ ଯୋଗଦେଇ ପରିବେଶ ସୁରକ୍ଷିତ କିଭଳି ରହିପାରିବ ସେନେଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri