ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ବିଜୁ ଯୁବବାହିନୀ ପକ୍ଷରୁ ସବୁଜବାହିନୀରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ. ଫକୀରମୋହନ ମାଝି, ସମ୍ମାନିତ ଅତିଥି ଭାବେ ଏବିଡିଓ ବିଶ୍ୱଭୂଷଣ ଶତପଥୀ, ବିଜୁ ଯୁବବାହିନୀ ଲାଞ୍ଜିଗଡ଼ ବ୍ଲକ ସଂଯୋଜକ ଜକସନ ସାହୁ ପ୍ରମୁଖ ଯୋଗଦେଇଥିଲେ । ବିଶ୍ୱନାଥପୁର ବିଜୁ ଯୁବ ବାହିନୀ ସମ୍ପାଦକ ଅଜିତ ପ୍ରଧାନୀ, ସଦସ୍ୟ ରାଧାମୋହନ ବେହେରା, ଧର୍ମେନ୍ଦ୍ର ସାହୁ, ଗୁଲୁ ପାତ୍ରଙ୍କ ନେତୃତ୍ୱରେ ବିଜୁ ଯୁବବାହିନୀର ସମସ୍ତ ସଦସ୍ୟ ବ୍ଲକ କାର୍ଯ୍ୟାଳୟ ପରିସରରେ ଚାରାରୋପଣ କରିଥିଲେ। ବିଜୁ ଯୁବବାହିନୀ ଦ୍ୱାରା ସବୁଜ ବାହିନୀ କାର୍ଯ୍ୟକ୍ରମରେ ଅନେକ ମୂଲ୍ୟବାନ ଚାରାରୋପଣ କରାଯାଇଛି। ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର,୫ା୫(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଜିନ୍ଦଲ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ (ଜେଏସ୍‌ଏଲ୍‌)ରେ ନିୟୋଜିତ ଏକ ଅଣଓଡ଼ିଆ ଠିକାସଂସ୍ଥା ଜିଏମ୍‌ ଏଣ୍ଟରପ୍ରାଇଜର୍ସ ୪୬ ଜଣ ଗରିବ ଶ୍ରମିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri