ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କୁ ମହତାବ ପ୍ରତିଭାରେ ସମ୍ମାନିତ

ହାଟଡିହୀ,୧୪।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ବିଶ୍ୱରଞ୍ଜନ ପାଣିଗ୍ରାହୀଙ୍କୁ ଡ. ମହତାବ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି । ଆଗରପଡ଼ାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଭଣ୍ଡାରୀପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ଅଧ୍ୟାପକ ତଥା ନାଟ୍ୟକାର ସୁଧାଂଶୁ ନାୟକ, ଜିଲା ପରିଷଦ ସଦସ୍ୟ ପ୍ରଶାନ୍ତ ଦାଶ ପ୍ରମୁଖ ଯୋଗଦେଇଥିଲେ । ପାଣିଗ୍ରାହୀ ଜଣେ ସାମ୍ବାଦିକ ଭାବେ କାର୍ଯ୍ୟରତ ଥିବାବେଳେ ଏବେ ଅନ୍ତର୍ଜାତୀୟ ମାନବ ଅଧିକାର ସଂଗଠନ ଦ୍ୱାରା ଓଡ଼ିଶା ସଂପାଦକ ଭାବେ ମନୋନୀତ ହୋଇ କାର୍ଯ୍ୟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri