Posted inଖେଳ

ବିଶ୍ୱରେ କେଉଁ ସ୍ଥାନରେ କରିଛନ୍ତି ଶତକ, ତାହା ଦେଖାଇବା ପାଇଁ ଦେହରେ ବିଶ୍ୱ ମ୍ୟାପ ଟାଟୁ

ଅନ୍ତର୍ଜାତୀୟ କ୍ରିକେଟରେ ନିଜ ସଫଳତାକୁ ସର୍ବଦା ମନେ ରଖିବା ପାଇଁ ଦେହରେ ବିଶ୍ୱ ମ୍ୟାପ୍‌ ଟାଟୁ କରିଛନ୍ତି ଇଂଲଣ୍ଡର ପୂର୍ବତନ ଷ୍ଟାଇଲିସ୍‌ ବ୍ୟାଟ୍ସମ୍ୟାନ କେଭିନ ପିଟରସନ। ଅନ୍ତର୍ଜାତୀୟ ସ୍ତରରେ ମୋଟ ୩୨ ଶତକ କରିଥିବା ଡାହଣହାତୀ ବ୍ୟାଟ୍ସମ୍ୟାନ ଦେହରେ ସମସ୍ତ କ୍ରିକେଟ ଖେଳୁଥିବା ଦେଶର ମ୍ୟାପର ଟାଟୁ କରିଛନ୍ତି। ଏଥିରେ ଯେଉଁ ସହରରେ ସେ ଶତକ ହାସଲ କରିଛନ୍ତି, ସେଠାକୁ ଲାଲ ରଙ୍ଗରେ ଦେଖାଇଛନ୍ତି। ୩୨ ଅନ୍ତର୍ଜାତୀୟ ଶତକ ମଧ୍ୟରେ ୨୩ଟି ଟେଷ୍ଟ ଶତକ ରହିଛି। ଇଂଲଣ୍ଡ, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ଦକ୍ଷିଣ ଆପ୍ରିକା, ଓ୍ବେଷ୍ଟଇଣ୍ଡିଜ, ଭାରତ ଭଳି ଟେଷ୍ଟ ଖେଳୁଥିବା ସମସ୍ତ ଦେଶ ବିପକ୍ଷରେ ପିଟରଶନ ଶତକ ଅର୍ଜନ କରିଥିଲେ। ୨୦୧୪ରେ ଜାତୀୟ ଦଳରୁ ବାଦ୍‌ ପଡ଼ିବାର ବର୍ଷକ ପରେ ସେ ଦେହରେ ଏହି ଟାଟୁ କରାଇଥିଲେ। ୨୦୦୫ ଆଶେସ ସିରିଜ୍‌ ଓ ୨୦୧୦ ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ସେ ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri