ବିଶ୍ୱରେ ୫୫ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଟପ୍‌ ଟେନ୍‌ରେ ଭାରତ

ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମିତ ଦେଶଙ୍କ ଟପ୍‌ ଟେନ୍‌ ତାଲିକାରେ ଏବେ ଭାରତ ସାମିଲ ହୋଇଛି। ଏବେ ଭାରତ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଇରାନକୁ ପଛରେ ପକାଇ ଦେଇଛି। ଅନ୍ୟପଟେ ଲଗାତାର ଚତୁର୍ଥ ଦିନ ବି ବିଶ୍ୱରେ ୨୪ ଘଣ୍ଟାରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡିଛି। ଏବେ ବିଶ୍ୱରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫,୧୮,୬୬୧ରେ ପହଞ୍ଚିଥିବା ବେଳେ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟି ୩,୪୬,୯୭୯ରେ ପହଞ୍ଚିଛି। ରବିବାର ଆମେରିକା ଅପେକ୍ଷା ବ୍ରାଜିଲରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ହୋଇଥିବା ଜଣାପଡିଛି। ଟପ୍‌ ଟେନ୍‌ ତାଲିକାରେ ଥିବା ଦେଶମାନଙ୍କ ମଧ୍ୟରେ ଉତ୍ତର ଆମେରିକା, ବ୍ରାଜିଲ, ରୁଷିଆ, ବ୍ରିଟେନ, ସ୍ପେନ, ଇଟାଲୀ, ଫ୍ୟାନ୍ସ, ଜର୍ମାନୀ, ତୁର୍କୀ ଓ ଭାରତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri