Posted inଜାତୀୟ

ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କ ସହ ମୋଦି

ଅହମଦାବାଦ,୧୮।୨: ପାଖେଇ ଆସୁଛି ସମୟ। ସଜେଇ ହେଲାଣି ଗୁଜରାଟର ଅହମଦାବାଦ ସହର। ସ୍ବାଗତ କରିବ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ। ଦୁଇ ଦିନିଆ ଭାରତ ଗସ୍ତରେ ଆସୁଥିବା ରାଷ୍ଟ୍ରପତି ଦମ୍ପତି ଫେବୃୟାରୀ ୨୪ରେ ଅହମଦାବାଦରେ ପହଞ୍ଚିବେ। ଏହାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି। ଅହମଦାବାଦର ରାସ୍ତା କଡରେ ଏମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର ଦେଖିବାକୁ ମିଳିଲାଣି। ଏଥିରେ ଲେଖାଯାଇଛି ଦୁଇ ଦେଶର ଉଜ୍ୱଳ ଭବିଷ୍ୟତ ପାଇଁ ଏହା ଏକ ବଳିଷ୍ଠ ବନ୍ଧୁତ୍ୱ। ଆଉ ପୋଷ୍ଟରରେ କାର୍ଯ୍ୟକ୍ରମର ନାଁ ‘ନମସ୍ତେ ଟ୍ରମ୍ପ’ ବୋଲି ମଧ୍ୟ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri