Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ବେଙ୍ଗ, ଓଜନ ୩ କେଜିରୁ ଊର୍ଦ୍ଧ୍ୱ

ବର୍ଷାଋତୁରେ ବିଭିନ୍ନ ପ୍ରକାର ବେଙ୍ଗ ଦେଖିବାକୁ ମିଳିଥାନ୍ତି। ସାଧାରଣତଃ ଗୋଟିଏ ବେଙ୍ଗର ଓଜନ ଅଧକେଜିରୁ ଏକ କେଜି ଭିତରେ ହୋଇଥାଏ। କିନ୍ତୁ ଏମିତି ଏକ ପ୍ରଜାତିର ବେଙ୍ଗ ରହିଛି ଯାହାର ଓଜନ ୩ କେଜିରୁ ଅଧିକ। ଏପରି ବେଙ୍ଗ ଆଫ୍ରିକାରେ ଦେଖିବାକୁ ମିଳେ। ଗୋଲିୟଥ୍‌ ପ୍ରଜାତିର ବେଙ୍ଗର ଓଜନ ୩ କେଜିରୁ ଊର୍ଦ୍ଧ୍ୱ।

SONY DSC

ବର୍ଲିନର ନ୍ୟାଚୁରାଲ୍‌ ହିଷ୍ଟ୍ରି ମ୍ୟୁଜିୟମ ଦ୍ୱାରା କରାଯାଇଥିବା ରିସର୍ଚ୍ଚରୁ ଯାହା ଜଣାପଡ଼ିଛି ତାହା ଶୁଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଏପରିକି ଏହି ପ୍ରଜାତିର ବେଙ୍ଗ ନିଜେ ରହିବା ପାଇଁ ପୋଖରୀ ଖୋଳିଥାନ୍ତି। ପୋଖରୀ ଖୋଳିବା ସମୟରେ ବଡ଼ବଡ଼ ପଥରକୁ ହଟାଇବାରେ ଏହି ବେଙ୍ଗ ସକ୍ଷମ ହୋଇଥାନ୍ତି। ଏହାର ଓଜନ ୩.୩ କେଜି। ଉଚ୍ଚତା ୧୩ ଇଞ୍ଚ। ନିଜର ଛୁଆଙ୍କୁ କୌଣସି ଜୀବଜନ୍ତୁଙ୍କ ଶିକାରରୁ ରକ୍ଷା କରିବା ପାଇଁ ଏହି ବେଙ୍ଗ ପୋଖରୀରେ ଗାତ ଖୋଳି ଗୁପ୍ତ ଭାବରେ ରଖିଥାଏ। ସମ୍ପୂର୍ଣ୍ଣ ବର୍ଷା ଉପରେ ନିର୍ଭର କରିଥାନ୍ତି ଏହି ବେଙ୍ଗ। ଏପରିକି ଗୋଟିଏ ପୋଖରୀ ନିକଟରେ ଆଉ ଗୋଟିଏ ପୋଖରୀ ଖୋଳିଥାନ୍ତି। ଗୋଟିଏ ଶୁଖିଗଲେ ଅନ୍ୟଟିରେ ଜୀବନ ବଞ୍ଚାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri