Posted inଫୁରସତ

ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା: ପ୍ରଥମ ମହିଳା ଭାବେ ଭାଗ ନେବେ ନିକୋଲା

ରିୟାଦ: ସାଉଦି ଆରବରେ ୨୯ ଫେବୃୟାରୀରେ ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ମୋଟ ପୁରସ୍କାର ରାଶି ରହିଛି ୧୪୩ କୋଟି ଟଙ୍କା। ବିଜେତାଙ୍କୁ ୭୨ କୋଟି, ରନର୍ସଅପ୍‌ଙ୍କୁ ୨୫ କୋଟି ମିଳିବ। ଖାଲି ଏତିକି ନୁହେଁ, ୧୦ମ ସ୍ଥାନ ପର୍ଯ୍ୟନ୍ତ ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କାର ରାଶି ପ୍ରଦାନ କରାଯିବ। ସେଥିପାଇଁ ପୁରସ୍କାର ରାଶି ୧୪୩ କୋଟି ରହିଛି।

ଖାସ୍‌ କଥା ହେଲା ଏହି ଦୌଡ଼ରେ ୭ଟି ଅନ୍ତଃରାଷ୍ଟ୍ରୀୟ ମହିଳା ଜକି ଭାଗ ନେବେ। ଏମାନଙ୍କ ମଧ୍ୟରୁ ନିକୋଲା କ୍ୟୁରୀ ସାଉଦି ଆରବ ରେସ୍‌ରେ ପ୍ରଥମ ମହିଳା ପ୍ରତିଯୋଗୀ ଭାବେ ଭାଗ ନେବାକୁ ଯାଉଛନ୍ତି। କୁହାଯାଉଛି, ‘ଦ ସାଉଦି କପ୍‌’ ଦେଖିବା ପାଇଁ ପ୍ରାୟ ୧୦ ହଜାର ଦର୍ଶକ ପହଞ୍ଚିବେ। ୧୮୦୦ ମିଟର ମୁଖ୍ୟ ଦୌଡ଼ ‘ଅବ୍‌ଦୁଲ ଅଜିଜ୍‌ ରେସ ଟ୍ରାକ୍‌’ରେ ଶନିବାର ଆରମ୍ଭ ହେବ।


ସାଉଦି ଆରବର ଜକି କ୍ଲବର ରଣନୀତି ଏବଂ ଅନ୍ତଃରାଷ୍ଟ୍ରୀୟ ରେସିଂ ନିର୍ଦ୍ଦେଶକ ଟମ୍‌ ରୟାନ୍‌ କହିଛନ୍ତି, ଏହି ଖେଳ ସାଉଦି ଆରବକୁ ଏ ସ୍ବତନ୍ତ୍ର ପରିଚୟ ଦେବ। ଏହା ସହିତ ଅନ୍ତଃରାଷ୍ଟ୍ରୀୟ ଘୋଡ଼ା ପାଇଁ ଉଦ୍ୟୋଗ ଖୋଲିବ ଏବଂ ବୈଷୟିକ ରେସିଂ ଉପରେ ଧାରଣା ବଢ଼ିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri