ବିଶ୍ୱସ୍ତରରେ ବୃଦ୍ଧିପାଉଛି କରୋନା ମୃତ୍ୟୁ ସଂଖ୍ୟା: ବାଗ୍‌ଚୀ

ଭୁବନେଶ୍ୱର,୮।୫(ବ୍ୟୁରୋ): ଶୁକ୍ରବାର ଅପରାହ୍ନ ୨ଟା ସୁଦ୍ଧା ବିଶ୍ୱରେ ୨୧୨ ଦେଶ, ୨ ଜାହାଜ କରୋନା ସଂକ୍ରମିତ ହୋଇଛନ୍ତି। ସେହିଭଳି ୩୮ ଲକ୍ଷ ୩୬ହଜାର ୭୧୪ ଜଣ ବ୍ୟକ୍ତି କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହି ସଂଖ୍ୟା ୩୯ ଲକ୍ଷ ୩୨ ହଜାର ୬୭୨ରେ ପହଞ୍ଚିଛି। ମୃତକଙ୍କ ସଂଖ୍ୟା ୨ ଲକ୍ଷ ୬୫ହଜାର ୩୬୬ରେ ଥିବା ବେଳେ ଏବେ ଏହା ୨ ଲକ୍ଷ ୭୧ ହଜାର ୨୯ରେ ପହଞ୍ଚିଛି। ସେହିଭଳି ଭାରତରେ ୧୪ ଲକ୍ଷ ୩୭ହଜାର ୭୮୮ଟି ପରୀକ୍ଷା ହୋଇଛି। ସେଥିରୁ ୫୬୩୪୨ଟି ନମୂନା ପଜିଟିଭ ବାହାରିଛି। ୧୬ହଜାର ୫୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୮୬ଜଣଙ୍କ ମୃତ୍ୟୁ ଘଟିଛି। ୩୭୯୧୬ଟି ଆକ୍ଟିଭ କେସ୍‌ ରହିଛି। ଓଡ଼ିଶାରେ ୫୨୯୭୪ଟି ନମୂନା ପରୀକ୍ଷଣ କରାଯାଇଛି। ୨୪୬ଜଣ ପଜିଟିଭ୍‌ ବାହାରିଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅବଶିଷ୍ଟ ୧୮୧ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସଂକ୍ରମିତ ଜିଲା ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ବାଲେଶ୍ୱର ଶୀର୍ଷରେ ରହିଛନ୍ତି ବୋଲି ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ କରୋନା ମୁକାବିଲା କମିଟି ମୁଖ୍ୟ ତଥା ରାଜ୍ୟ ସରକାରଙ୍କ ପ୍ରମୁଖ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri