ବିଶ୍ୱସ୍ତରରେ ଲୋକପ୍ରିୟ ବଲିଉଡ୍‌ କଳାକାର: ତାଲିକାରେ ବଚ୍ଚନ ପରିବାରର ୨ ସଦସ୍ୟ

ସାରା ବିଶ୍ୱରେ ପ୍ରଶଂସିତ ବ୍ୟକ୍ତିତ୍ୱଙ୍କ ତାଲିକା ପ୍ରକାଶ କରୁଥିବା ସଂସ୍ଥା ‘ୟୁଗଭ୍‌’ ଚଳିତବର୍ଷ ମଧ୍ୟ ପ୍ରଶଂସିତ ବ୍ୟକ୍ତିଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ, ଶାହାରୁଖ୍‌ ଖାନ୍‌, ସଲମାନ୍‌ ଖାନ୍‌, ଦୀପିକା ପାଦୁକୋନ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପ୍ରମୁଖଙ୍କ ନାମ ରହିଛି। ଅନ୍‌ଲାଇନ୍‌ ଭୋଟିଂ ଆଧାରରେ ଏହି ତାଲିକା ଜାରି କରାଯାଇଛି। ବଲିଉଡ୍‌ କଳାକାର ତାଲିକାରେ ସବୁଠାରୁ ଆଗରେ ଅର୍ଥାତ୍‌ ଦ୍ୱାଦଶ ସ୍ଥାନରେ ରହିଛନ୍ତି ଅମିତାଭ ବଚ୍ଚନ। ଶାହାରୁଖ୍‌ ତାଲିକାର ୧୬ ଏବଂ ସଲମାନ୍‌ ୧୮ତମ ସ୍ଥାନରେ ରହିଛନ୍ତି। ସେହିପରି ଅଭିନେତ୍ରୀ ତାଲିକାରେ ଦୀପିକା ପାଦୁକୋନ ସବୁଠାରୁ ଆଗରେ ୧୩ତମ ସ୍ଥାନରେ ରହିଥିବା ବେଳେ ୧୪ତମ ସ୍ଥାନରେ ରହିଛନ୍ତି ପ୍ରିୟଙ୍କା ଚୋପ୍ରା। ଐଶ୍ୱର୍ଯ୍ୟାଙ୍କ ସ୍ଥାନ ୧୬ରେ ଥିବାବେଳେ ସୁସ୍ମିତା ସେନ୍‌ ୧୭ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri