Posted inଖେଳ

ବିଶ୍ୱ କ୍ରିକେଟର ନୂଆ ଧୋନୀ ହେଉଛନ୍ତି ବଟଲର

ଲଣ୍ଡନ, ୨୫ା୬ (ପି.ଟି.)-ଅଷ୍ଟ୍ରେଲିଆ କୋଚ୍‌ ଜଷ୍ଟିନ ଲାଙ୍ଗର ସୋମବାର ଜୋସ୍‌ ବଟଲରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଇଂଲଣ୍ଡର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ସେ ବିଶ୍ୱ କ୍ରିକେଟର ନୂଆ ମହେନ୍ଦ୍ର ସିଂ ଧୋନୀ ବୋଲି ଆଖ୍ୟା ଦେଇଛନ୍ତି। ଆକ୍ରମଣାତ୍ମକ ଷ୍ଟାଇଲରେ ବ୍ୟାଟିଂ କରୁଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ ବଟଲର ଭବିଷ୍ୟତରେ ପୂର୍ବତନ ଭାରତୀୟ ଅଧିନାୟକ ଧୋନୀଙ୍କୁ ଅତିକ୍ରମ କରିଯାଇ ପାରନ୍ତି ବୋଲି ଲାଙ୍ଗର କହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀ ବର୍ତ୍ତମାନ ଅନ୍ୟତମ ଶ୍ରେଷ୍ଠ ଫିନିଶର ବିବେଚିତ ହେଉଛନ୍ତି। ଜୋସ୍‌ ହେଉଛନ୍ତି ଜଣେ ଅବିଶ୍ୱସନୀୟ ଖେଳାଳି। ତାଙ୍କ ବ୍ୟାଟିଂ ଦେଖିବା ଲାଗି ମୋର ଆଗ୍ରହ ରହିଥାଏ। ସେ ହେଉଛନ୍ତି ବିଶ୍ୱ କ୍ରିକେଟର ନୂଆ ଧୋନୀ। ବଟଲର ୧୩୭ଟି ମ୍ୟାଚ ଖେଳି ସାରିଛନ୍ତି। ତାଙ୍କ ଷ୍ଟ୍ରାଇକ୍‌ରେଟ୍‌ ହେଉଛି ୧୨୦.୨୫। ସେ ୪୧.୪୨ ଆଭରେଜରେ ୩୭୨୮ ରନ ସଂଗ୍ରହ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri