Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌ ଉଦ୍‌ଘାଟିତ

କାତାର,୨୮।୯(ପି.ଟି.)- ସ୍ଥାନୀୟ ଖଲିଫା ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାରଠାରୁ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ୧୭ତମ ସଂସ୍କରଣ ଆରମ୍ଭ ହୋଇଛି। ୧୦ଦିନ ଧରି ଚାଲିବାକୁ ଥିବା ଏହି ମେଗା ଇଭେଣ୍ଟ ଆସନ୍ତା ୬ ତାରିଖରେ ଶେଷ ହେବ। ୨୦୮ଟି ଦେଶର ମୋଟ ୧,୯୭୨ଜଣ ଆଥଲେଟ୍‌ ଏଥିରେ ଅଂଶଗ୍ରହଣ କରିବେ। ୨୦୨୨ ଫିଫା ବିଶ୍ୱକପ୍‌ କାତାରରେ ଆୟୋଜନ ହେବ। ଫଳରେ ଏହି ଇଭେଣ୍ଟର ଗୁରୁତ୍ୱ ବଢ଼ିଯାଇଛି। ଅତ୍ୟଧିକ ତାପମାତ୍ର (୪୦ ଡିଗ୍ରୀ ସେଲସିୟସ)କାରଣରୁ ଏହି ଷ୍ଟାଡିୟମକୁ ପୂରା ଏୟାର କଣ୍ଡିସନ ବା ଶୀତତାପ ନିୟନ୍ତ୍ରିତ କରାଯାଇଛି। ଏଥର ବିଶ୍ୱ ଚାମ୍ପିୟନଶିପ୍‌ରେ ୨୭ଜଣିଆ ଭାରତୀୟ ଆଥଲେଟ ଦଳ ଅଂଶଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri