Posted inଖେଳ

ବିଶ୍ୱ ଚାମ୍ପିୟନଶିପ ସନ୍ତରଣକାରୀ ଗିରଫ

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ),୨୯।୭(ଏଏଫ୍‌ପି)- ହଙ୍ଗେରି ସନ୍ତରଣକାରୀ ତାମସ କେଣ୍ଡରସି ବିଶ୍ୱ ଚାମ୍ପିୟନଶିପ ବେଳେ ଏକ ନାଇଟ୍‌ କ୍ଲବ ଡ୍ୟାନ୍ସରଙ୍କୁ ଛୁଇଁବା କାରଣରୁ ଗିରଫ ହୋଇଛନ୍ତି। ତାଙ୍କ ବିରୋଧରେ ଯୌନ ଉତ୍ପୀଡନ ମାମଲା ଦାଏର ହୋଇଛି। ୨୨ ବର୍ଷୀୟ ଅଲିମ୍ପିକ୍‌ ବ୍ରୋଞ୍ଜ ପଦକ ବିଜେତାଙ୍କୁ ଦେଶ ଛାଡ଼ିବାକୁ ମନା କରାଯାଇଛି। କେଣ୍ଡରସି ଅଭିଯୋଗକାରୀଙ୍କୁ ଛୁଇଁଥିବା ସ୍ବୀକାର କରିଛନ୍ତି। ହେଲେ ଯୌନ ଉତ୍ପୀଡନ ମାମଲ ଗ୍ରହଣ କରି ନାହାନ୍ତି। ମୁଁ ଶୌଚାଳୟରୁ ବାହାରି ଡ୍ୟାନ୍ସ ଫ୍ଲୋର ଆଡ଼କୁ ଯିବାବେଳେ ଉକ୍ତ କୋରିଆନ ଡ୍ୟାନ୍ସରଙ୍କ ସହ ଧକ୍କା ହୋଇଯାଇଥିଲା। ତାଙ୍କ ପଛରେ ମୁଁ ଛିଡ଼ା ମଧ୍ୟ ହୋଇ ନ ଥିଲି। ମାତ୍ର ଉକ୍ତ ମହିଳା ରାଗି ଯାଇ ମାମଲା ଦାଏର କରିଥିଲେ। ଘଟଣାର ଗମ୍ଭୀରତା ଜାଣିବା ପରେ ମୁଁ ପୋଲିସକୁ ତଦନ୍ତରେ ସମ୍ପୂର୍ଣ୍ଣ ସହାୟତା କରିଛି ବୋଲି ୨୦୦ ମିଟର ବଟର ଫ୍ଲାଇ ଫାଇନାଲରେ ନିମ୍ନ ସ୍ଥାନରେ ଥିବା ସନ୍ତରଣକାରୀ କହିଛନ୍ତି। ତେବେ କ୍ଷମା ମାଗିବା ପରେ ପୋଲିସ ତାଙ୍କୁ ଛାଡ଼ି ଦେଇଥିବା ହଙ୍ଗେରିଆନ ଟିମ୍‌ ଅଫିସିଆଲ ଓ ସନ୍ତରଣ ପରିିଚାଳନା ସଂସ୍ଥା ଫିନା ସ୍ପଷ୍ଟ କରିଛି। କିନ୍ତୁ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ସେ ଦେଶ ଛାଡ଼ି ଯାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri