ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍‌ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଗ୍ରୀନ ଭିଜନ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯାଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ପରିବେଶବୀତ୍‌ ବଳରାମ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ସାମାଜିକ କର୍ମୀମାନେ କରୋନା ସଚେତନତା ସହ ପରିବେଶ ସଚେତନତା ମଧ୍ୟ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri