Posted inଖେଳ

ବିଶ୍ୱ ମହିଳା ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌: ଦ୍ୱିତୀୟ ସ୍ଥାନରେ ହମ୍ପି

ମସ୍କୋ,୩୦।୧୨(ପି.ଟି.): ଏଠାରେ ଚାଲିଥିବା ମହିଳା ବିଶ୍ୱ ରାପିଡ୍‌ ଓ ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ଗ୍ରାଣ୍ଡ ମାଷ୍ଟର କୋନେରୁ ହମ୍ପି ଦ୍ୱିତୀୟ ଟାଇଟଲ ଦୌଡ଼ରେ ରହିଛନ୍ତି। ପ୍ରଥମ ଦିବସରେ ସେ ଅନ୍ୟ ୩ ଖେଳାଳିଙ୍କ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ୩୨ ବର୍ଷୀୟ ହମ୍ପି ଏହି ପ୍ରତିଯୋଗିତାରେ ଶନିବାର ରାପିଡ୍‌ ଟାଇଟଲ ଜିତିଥିଲେ। ଏହା ପରେ ସେ ଦୁଇ ଦିନିଆ ବ୍ଲିଜ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ଏକଦା ସେ ଏଥିରେ ୫ ରାଉଣ୍ଡ ଗେମ୍‌ ଜିତି ଅନ୍ୟ ଖେଳାଳିଙ୍କ ସହ ୧ ନମ୍ବର ସ୍ଥାନରେ ରହିଥିଲେ। ପରବର୍ତ୍ତୀ ଦୁଇଟି ଗେମ୍‌କୁ ଡ୍ର ରଖିବା ପରେ ସେ ଅଷ୍ଟମ ଗେମ୍‌ରେ ମୋନିକା ସାକୋଙ୍କୁ ପରାସ୍ତ କରିଥିଲେ। ତେବେ ସେ ପ୍ରଥମ ଦିନର ଅଗ୍ରଣୀ ରୁଷିଆର କାଟେରିନା ଲାଗ୍‌ନୋଙ୍କଠାରୁ ନାଟକୀୟ ଢ଼ଙ୍ଗରେ ଫାଇନାଲ ରାଉଣ୍ଡରେ ପରାସ୍ତ ହୋଇଥିଲେ।
୨୦୧୮ରେ କାଟେରିନା ୯ରୁ ସର୍ବାଧିକ ୮ ପଏଣ୍ଟ ହାସଲ କରି ଟାଇଟଲ ହାସଲ କରିଥିଲେ। କାଟେରିନା ଶ୍ରେଷ୍ଠ ସ୍ଥାନରେ ରହିଥିବା ବେଳେ ତାଙ୍କ ପଛକୁ ୪ ଖେଳାଳି ମିଳିତ ଭବେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେମାନେ ହେଲେ ଆଲେକଜାଣ୍ଡ୍ରା କୋଷ୍ଟେନିଉକ, ହମ୍ପି କୋନେରୁ, ଡାରିଆ ଚାରୋଚକିନା ଓ ଆଲିନା କାଶଲିନସ୍କାୟା। ଏହି ୪ ଖେଳାଳି ୭ ଲେଖାଏ ପଏଣ୍ଟ ହାସଲ କରିଛନ୍ତି। ଶନିବାର ଚାଇନାର ଲେଇ ଟିଙ୍ଗ୍‌ଜିଏଙ୍କ ବିପକ୍ଷ ଗେମ୍‌ ଡ୍ର ରଖି ହମ୍ପି ବିଶ୍ୱ ମହିଳା ରାପିଡ ଚେସ୍‌ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri