ବିଶ୍ୱ ମାନସିକତା ଦିବସ : ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବାକୁ ସଚେତନତା ବାର୍ତ୍ତା ପ୍ରଚାର

କଣ୍ଟାପଡ଼ା,୧୦।୧୦(ଡି.ଏନ୍‌.ଏ.): ମାନସିକସ୍ତରରେ ଦୁର୍ବଳ ହୋଇ ଆତ୍ମହତ୍ୟା ବଢ଼ୁଥିବା ନେଇ ସାରାବିଶ୍ୱ ଚିନ୍ତିତ ହୋଇପଡ଼ିଛି। ଏଥିପାଇଁ ସାଧାରଣ ଲୋକଙ୍କୁ ମାନସିକସ୍ତରରେ ଦୃଢ଼ ହେବା ପାଇଁ ଏକ ସଚେତନତା ଶୋଭାଯାତ୍ରା କଟକ ଜିଲାର ଓଲଟପୁରସ୍ଥିତ ଏସ୍‌ଭି ନିରତାରରେ ଅନୁଷ୍ଠିତ ହୋଇଯାଇଛି। ନିରତାର ନିର୍ଦ୍ଦେଶକ ଡା.ଶକ୍ତିପ୍ରସାଦ ଦାସ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପ୍ରତ୍ୟେକ ମଣିଷ ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବା ଉଚିତ୍‌ ବୋଲି କହିଥିଲେ। ଅନୁଷ୍ଠାନର ଉପନିର୍ଦ୍ଦେଶକ ଡା.କିଶୋର ଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ନିରତାର ପରିସରରେ ଆୟୋଜିତ ଶେଭାଯାତ୍ରାରେ ଅନ୍ତେବାସୀ ଭିନ୍ନକ୍ଷମ ଓ କର୍ମଚାରୀମାନେ ଆତ୍ମହତ୍ୟା ନ କରିବା ପାଇଁ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ। ଏହି ଅବସରରେ ନିରତାର ସଭାଗୃହରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଡା.ପବିତ୍ର ସାହୁ ଓ ଡା. ପ୍ରମୋଦ କୁମାର ପରିଡ଼ା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri