Posted inଖେଳ

ବିଶ୍ୱ ସ୍କ୍ବାଶ ଚାମ୍ପିୟନଶିପ୍‌: ଜୋତ୍ସ୍ନା ପ୍ରି-କ୍ୱାର୍ଟରଫାଇନାଲରେ

କାଇରୋ, ୨୮ା୧୦ (ପି.ଟି.)-ଭାରତର ଅଗ୍ରଣୀ ସ୍କ୍ବାଶ ଖେଳାଳି ଚିନ୍ନାପା ସିଆଇବି ପିଏସ୍‌ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ର ପ୍ରି-କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ହଂକଂର ହୋ ତିଜି ଲୋକ୍‌ଙ୍କ ବିପକ୍ଷରେ ସେ ସହଜ ବିଜୟ ହାସଲ କରିଛନ୍ତି। ବିଶ୍ୱର ୧୨ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଜୋତ୍ସ୍ନା ପ୍ରି-କ୍ୱାର୍ଟରରେ ଦ୍ୱିତୀୟ ସିଡ୍‌ ନୁର୍‌ ଏଲ୍‌ ଶେରବିନିଙ୍କୁ ଭେଟିବେ। ଭାରତୀୟ ଖେଳାଳି ମ୍ୟାଚକୁ ମାତ୍ର ୧୨ ମିନିଟ୍‌ରେ ଜିତି ନେଇଥ୍‌ତ୍ଲେ। ଜୋତ୍ସ୍ନା ୧୧-୫, ୧୧-୪ରେ ଅଗ୍ରଣୀ ରହିଥିବାବେଳେ ବିପକ୍ଷ ଖେଳାଳି ତିଜି ଲୋକ୍‌ ଆଘାତପ୍ରାପ୍ତ ହେବାରୁ ମ୍ୟାଚରୁ ଓହରିଯାଇଥିଲେ। ଫଳରେ ଭାରତୀୟ ଖେଳାଳିଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ଅନ୍ୟପକ୍ଷରେ ଏହି ପ୍ରତିଯୋଗିତା ସହ ଏକ ସଙ୍ଗରେ ଅନୁଷ୍ଠିତ ହେଉଥିବା ପୁରୁଷ ଇଜିପ୍‌ସିଆନ ଓପନ୍‌ରେ ସୌରଭ ଘୋଷାଲ ତୃତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ସେ ତିଜ୍‌ ଫଙ୍ଗ୍‌ ୟିପ୍‌ଙ୍କୁ ୧୧-୬, ୧୧-୫, ୧୧-୫ରେ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri