ବିଷଖାଇ ଯୁବକଙ୍କ ଆତ୍ମହତ୍ୟା

ଡାବୁଗାଁ, ୧।୫(ଡି.ଏନ୍‌.ଏ.): ଡାବୁଗାଁ ଜୟନ୍ତ ନଗରର ସୁରେନ୍ଦ୍ର ଖୁଣ୍ଟିଆ(୩୬) ବୁଧବାର ବିଷଖାଇ ଆତ୍ମହତ୍ୟା କରିଛନ୍ତି। ଏ ନେଇ ତାଙ୍କ ବଡ଼ଭାଇ ପ୍ରମୋଦ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତି। ପ୍ରକାଶ ଯେ, ସୁରେନ୍ଦ୍ର ମଙ୍ଗଳବାର ରାତିରେ ନୂଆ ବସ୍‌ଷ୍ଟାଣ୍ଡସ୍ଥିତ ତାଙ୍କ ଦୋକନରୁ ଘରକୁ ଫେରିଥିଲେ। କିନ୍ତୁ ବୁଧବାର ସକାଳୁ ପରିବାର ଲୋକେ ତାଙ୍କ ମୃତଦେହ ଘର ବାରିପଟୁ ଉଦ୍ଧାର କରିଥିଲେ। ସୁରେନ୍ଦ୍ରଙ୍କ ପାଟିରୁ ଫେଣ ବାହାରୁଥିବବାରୁ ସେ ବିଷଖାଇ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ଖବରପାଇ ଡାବୁଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛନ୍ତି। ଏ ନେଇ ଡାବୁଗାଁ ଥାନାରେ ୧୭/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ବୋଲି ଏଏସ୍‌ଆଇ ସଲମନ୍‌ ଭୂୟାଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri