ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସଦାଶିବ ରାତି ପ୍ରାୟ ୩ଟାରେ ନିଜ ଘର ନିକଟରେ ବୁଲୁଥିଲେ। ସେହି ସମୟରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ସକାଳୁ ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲକୁ ନିଆଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲା ରୁଜୁ କରିବା ସହ ତଦନ୍ତ ଚଳାଇଛି। ତେବେ ମୋବାଇଲ କିମ୍ବା ବୋମା ବିସ୍ପୋରଣ ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ସେନେଇ ସ୍ପଷ୍ଟ ହୋଇପାରିନାହିଁ। ଅପରପକ୍ଷରେ ଏହାକୁ ରାଜନୈତିକ ହିଂସା ବୋଲି ଅଭିଯୋଗ ହେଉଥିବା ବେଳେ ତଦନ୍ତ ପରେ ଘଟଣାର ସତ୍ୟାସତ ସାମ୍‌ନାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?