ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍‌ ଇଣ୍ଡିଆକୁ ଜଣାଇଲେ ଶୁଭକାମନା

ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ, ପୂଜାର୍ଚ୍ଚନା କରାଯାଉଥିଲାବେଳେ ବିହାରର ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀ ଏବଂ ବିଧାୟକ ଟିମ୍‌ ଇଣ୍ଡିଆକୁ ଶୁଭକାମନା ଜଣାଇଛନ୍ତି। ବିଧାନସଭାର ଶୀତକାଳୀନ ଅଧିବେଶନରେ ଭାଗ ନେବା ପୂର୍ବରୁ ହାତରେ ପ୍ଲା କାର୍ଡ ଧରି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ପ୍ରବେଶ କରିଥିଲେ। ଉକ୍ତ ପ୍ଲା-କାର୍ଡରେ ‘ଜିତିବରେ ଜିତିବ, ଟିମ, ଇଣ୍ଡିଆ ଜିତିବ’, ‘କୋହଲିଙ୍କ ଦଳ ଏଥର ବିଶ୍ୱକପ୍‌ ଆଣିବ’ ଭଳି ସ୍ଲୋଗାନମାନ ଲେଖାଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri