ବିହାର ଯିବା ଅପେକ୍ଷାରେ ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ

ବାସୁଦେବପୁର, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରାରେ ଶ୍ରମିକ ଭାବେ କାର୍ଯ୍ୟରତ ଥିବା ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ବିହାର ଯିବା ପାଇଁ ବାସୁଦେବପୁରଠାରେ ମଙ୍ଗଳବାର ସକାଳୁ ଅଟକି ରହିଛନ୍ତି। ଧାମରାରୁ ଚାଲି ଚାଲି ପ୍ରାୟ ୫୦ କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତା ଅତିକ୍ରମ କରି ଶ୍ରମିକମାନେ ବାସୁଦେବପୁରରେ ପହଞ୍ଚିଥିଲେ। ଏହାପରେ ବାସୁଦେବପୁର ଥାନା, ତହସିଲ ଓ ବସ୍‌ଷ୍ଟାଣ୍ଡରେ ସେମାନେ ବସିରହିଥିବା ଦେଖିବାକୁ ମିଳିଛି। ସୂଚନା ମୁତାବକ ଧାମରା ଅଞ୍ଚଳରେ କାର୍ଯ୍ୟରତ ଥିବା ଏହି ଶ୍ରମିକମାନେ କରୋନା ଲକ୍‌ଡାଉନ ଯୋଗୁ ସେମାନେ ନିଜର ଜୀବିକା ହରାଇସାରିଛନ୍ତି। ପାଖରେ ଟଙ୍କା ନ ଥିବା ବେଳେ ବିଭିନ୍ନ ଅସୁବିଧା ହେବାରୁ ଶ୍ରମିକମାନେ ଏବେ ବିହାର ଯିବାକୁ ବାହାରିଛନ୍ତି। ତେବେ ଘରକୁ ଯିବା ଲାଗି ପ୍ରଶାସନ ସ୍ବତନ୍ତ୍ର ବସ୍‌ର ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri