Posted inଜାତୀୟ

ବି.ଆର୍‌. ଆମ୍ବଡେକରଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୨: ସମ୍ବିଧାନ ପ୍ରଣେତା ଭୀମରାଓ ଆମ୍ବଡେକରଙ୍କ ଶୁକ୍ରବାର ୬୩ତମ ପୁଣ୍ୟତିଥି ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆମ୍ବଡେକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇନ୍ତି। ଏଥିରେ ବିଭିନ୍ନ ରାଜନୈତିକ ଦଳ ସାମିଲ ହୋଇଥିଲେ। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ମନେପକାଇ ଏକ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି, ସାମାଜିକ ନ୍ୟାୟ ପାଇଁ ନିଜ ଜୀବନକୁ ଉତ୍ସର୍ଗୀକୃତ କରିଥିବା ମହାନ ବ୍ୟକ୍ତିଙ୍କୁ ମୋର କୋଟି କୋଟି ପ୍ରଣାମ।


Enter your email to get our daily news in your inbox.

All Right Reserved By Dharitri.Com

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ…

ଦଳର ହିତ ପାଇଁ ବଡ଼ ନିଷ୍ପତ୍ତି ନେଲେ ନୀତୀଶ କୁମାର, ଶୁଣିଲେ ଖୁସି ହେବେ ଜେଡିୟୁ କର୍ମୀ

ନୂଆଦିଲ୍ଲୀ,୨୦।୪: ରାଜଧାନୀ ପାଟନାର ଏକ ଆନେ ମାର୍ଗରେ ସୋମବାର ଜେଡିୟୁ ବିଧାନସଭାର ବୈଠକ ବସିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ…

ଅବସର ନେବାକୁ ନେଇ ମୁହଁ ଖୋଲିଲେ ରିଜ୍‌ଓ୍ୱାନ

କରାଚୀ,୨୦ା୪: ପାକିସ୍ତାନ ସିନିୟର ଉଇକେଟ୍‌କିପର ବ୍ୟାଟର ମହମ୍ମଦ ରିଜ୍‌ଓ୍ୱାନ କହିଛନ୍ତି, ବର୍ତ୍ତମାନ ଯଦିଓ ସେ ଫର୍ମ ଫେରିପାଇବାକୁ ସଂଘର୍ଷ ଚଳାଇଛନ୍ତି, ନିକଟରେ ଟି୨୦ କ୍ରିକେଟରୁ ତାଙ୍କର ଅବସର…

ବଡ଼ ଧରଣର ଭୂକମ୍ପ ଝଟକା; ଘରୁ ବାହାରି ଆସିଲେ ଲୋକେ, ସୁନାମି ଚେତାବନୀ ଜାରି

ଟୋକିଓ,୨୦।୪: ଜାପାନରେ ପୁଣି ଥରେ ଏକ ଭୟଙ୍କର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ରିପୋର୍ଟ ଅନୁଯାୟୀ, ଉତ୍ତର…

ଗଞ୍ଜାମର ପ୍ରସିଦ୍ଧ ଚନ୍ଦନ ଯାତ୍ରା: ଉଠୁଛି ପଡୁଛି ସହର, ୨୧ ଦିନ ଧରି…

ଗଞ୍ଜାମ,୨୦ା୪(ବିଦ୍ୟାଧର ସାହୁ): ଦୀର୍ଘ ୨୧ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର।  ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧକୁ ନେଇ ଆମେରିକା ଶାନ୍ତି ଆଲୋଚନା କରୁଥିବା ବେଳେ, ଅନ୍ୟପଟେ ଗୋଟିଏ ଟେବୁଲରେ ବସିବାକୁ ପ୍ରସ୍ତୁତ ଭାରତ-ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ମଧ୍ୟରେ, ଭାରତ ଏବଂ ଆମେରିକା ସୋମବାର (ଏପ୍ରିଲ ୨୦) ୱାଶିଂଟନରେ ଏକ ନୂତନ ପର୍ଯ୍ୟାୟ ବାଣିଜ୍ୟ ଆଲୋଚନା ଆରମ୍ଭ କରିବାକୁ ଯାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri