ବି.ଡକେବାଡ଼ିରେ ଜ୍ୱର ଆତଙ୍କ: ପହଞ୍ଚତ୍ଲେ ଡାକ୍ତରୀ ଦଳ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରମାରେ କିଛିଦିନ ହେଲା ଜ୍ୱର ଆତଙ୍କ ଦେଖାଦେଇଛି। ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଜ୍ୱରରେ ଆକ୍ରାନ୍ତ ହେବାପରେ ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଡାକ୍ତରୀ ଟିମ୍‌ ଗଁାରେ ପହଞ୍ଚତ୍ଛି। ଜ୍ୱରରେ ପୀଡିତ ବ୍ୟକ୍ତିଙ୍କ ରକ୍ତ ନମୂନା ପରୀକ୍ଷା କରିବା ସହ ଓୌଷଧ ବଣ୍ଟନ କରାଯାଇଥିଲା। ଅଞ୍ଚଳବାସୀ ବ୍ୟବହାର କରୁଥିବା କୂଅ ପାଣିଯୋଗୁ ଏପରି ହୋଇଥିବା ଡାକ୍ତର ପ୍ରତିଷ ଉଦ୍‌ଗାତ କହିଛନ୍ତି। ଉକ୍ତ ପାଣିକୁ ବିଶୋଧନ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏବେ ଉକ୍ତ ଗ୍ରାମର ପ୍ରେମିକା ହଁସଦା, ସୁନାବାର ମଲ୍ଲିକ, ନୀଳାମ୍ବର ପ୍ରଧାନ, ବଂଶୀଧର ମଲ୍ଲିକ, ତ୍ରିନେତ୍ର ମଲ୍ଲିକ, ସୁଶୀଳ ମଲ୍ଲିକ, ନଁଜୁତା ପ୍ରଧାନ, ତନ୍ମୟ ପ୍ରଧାନ ପ୍ରମୁଖ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ

ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?