ବୀରରାମଚନ୍ଦ୍ରପୁର ସରପଞ୍ଚ ଉପନିର୍ବାଚନ: ଡୋର କାମ୍ପେନିଂରେ ଲାଗିପଡିଛନ୍ତି ପ୍ରାର୍ଥୀ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ ପ୍ରାର୍ଥୀମାନେ ଡୋର ଟୁ ଡୋର କାମ୍ପେନିଂ କରିବାରେ ଲାଗିପଡିଥିବା ଦେଖାଯାଇଛି। ଚଳିତ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ପ୍ରସନ୍ନ୍‌ କୁମାର ଷଡଙ୍ଗୀ, ପ୍ରଭାକର ସ୍ବାଇଁ, ଗଦାଧର ପ୍ରଧାନ ଓ ଗୁଣ୍ଡିଚା ପ୍ରଧାନଙ୍କ ମଧ୍ୟରୁ ପ୍ରଭାକର ଓ ପ୍ରସନ୍ନ ନିଜ ନିଜର ସମର୍ଥକ ମାନଙ୍କ ସହ ଗଁା କୁ ଗାଁ ବୁଲି ପ୍ରଚାର ଚଳାଇଛନ୍ତି। ଏହି ଦୁଇ ପ୍ରତିଦ୍ୱନ୍ଦ୍ୱୀ ଦୁଇଟି ପ୍ରମୁଖ ରାଜନୈତିକ ଦଳର ସମର୍ଥନରେ ନିର୍ବାଚନ ଲଢ଼ୁଛନ୍ତି। ଅପରପକ୍ଷେ ଉକ୍ତ ପଞ୍ଚାୟତର ସମିତି ସଭ୍ୟା ସସ୍ମିତା ପ୍ରଧାନ ବ୍ଲକ ଅଧ୍ୟକ୍ଷା ରହିଥିବାରୁ ପୁଣି ଏହି ସରପଞ୍ଚ ଆସନ ବିଜେଡି ଅକ୍ତିଆର କରିବା ସମ୍ମାନର ପ୍ରଶ୍ନ ହୋଇଛି। ଉକ୍ତ ପଞ୍ଚାୟତର ୧୫ଟି ୱାର୍ଡରେ ରହିଥିବା ୫ ହଜାର ୯୭୩ ଜଣ ଭୋଟର ଆଗାମୀ ୨୭ ତାରିଖରେ ମତଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri