ବୁଡ଼ିଲା ଥୋଡ଼ଧାନ, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଧାମନଗର,୨୭।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ଅଧିକାଂଶ ଖାଲୁଆ ଜମି ବର୍ଷାପାଣିରେ ବୁଡ଼ି ଯିବାରୁ ଧାନଚାଷ ବ୍ୟାପକ କ୍ଷତି ହୋଇଛି। ଗର୍ଭଣା ସଂକ୍ରାନ୍ତି ପରଠାରୁ ଧାନଗଛରେ ଥୋଡ଼ ବାହାରିବା ସମୟରେ ପାଣିରେ ବୁଡ଼ିଯିବାରୁ ଧାନ ଅଗାଡ଼ି ହେବା ନିଶ୍ଚିତ ହୋଇଛି। ଏହି ବ୍ଲକରେ  କାଶିମପୁର,ପଛାଲୋ,ବମକୁରା,ଖଡିମାହାରା,ପତ୍ରିସାହି, ବାଙ୍କସାହି,ବାହାରବିଲ,ଲେଞ୍ଜରା,ଦିନାଜପୁର ଆଦି ଗ୍ରାମର ଶହ ଶହ ଏକର ଚାଷ ଜମି ବୁଡ଼ିଯିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି । କୃଷି ବିଭାଗ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri