ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ବୁଧବାର ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ପରୀକ୍ଷା ଫଳ ପ୍ରକାଶ କରାଯିବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ମଙ୍ଗଳବାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ଅଫ୍‌ଲାଇନ୍‌ରେ ୨୫,୭୩୧ ଓ ଅନ୍‌ଲାଇନ୍‌ରେ ୧୩,୯୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri