ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri