ବୁଧବାର ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୧ା୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri