Posted inଖେଳ

ବୁମରାଙ୍କ ସମକକ୍ଷ ସାମି

ବିଶାଖାପାଟଣା,୬୧୦- ଭାରତୀୟ ପେସର ମହମ୍ମଦ ସାମି ରବିବାର ନିଜ ସାଥୀ ପେସର ଯଶପ୍ରୀତ ବୁମରାଙ୍କ ସମକକ୍ଷ ହୋଇଛନ୍ତି ଏଠାରେ ଭାରତ ଓ ଦକ୍ଷିଣ ଅାଫ୍ରିକା ମଧ୍ୟରେ ଖେଳାଯାଇଥତ୍ବା ପ୍ରଥମ ଟେଷ୍ଟର ଅନ୍ତିମ ଦିନରେ ସାମି ଭ୍ରମଣକାରୀ ଦକ୍ଷିଣ ଅାଫ୍ରିକା ଦଳର ୪ ବ୍ୟାଟ୍ସମ୍ୟାନଙ୍କୁ ବୋଲ୍ଡ ଅାଉଟ୍ କରିଥତ୍ଲେ ପ୍ରଥମେ ତେମ୍ବା ବାଭୁମାଙ୍କୁ କ୍ଲିନ ବୋଲ୍ଡ କରିଥତ୍ଲେ ପରେ ଅଧତ୍ନାୟକ ଫାଫ ଡୁପ୍ଲେସି ବଲ ଛାଡ଼ିବାକୁ ଯାଇ ବୋଲ୍ଡ ହୋଇଥତ୍ଲେ ଉଇକେଟକିପର କ୍ୱିଣ୍ଟନ ଡିକକ୍ ବଲକୁ କଟ୍ କରିବାକୁ ଉଦ୍ୟମ କରିଥତ୍ଲେ ହେଲେ ବ୍ୟାଟ ସହ ବଲର କୌଣସି ସଂଯୋଗ ହୋଇ ନ ଥତ୍ଲା ଫଳରେ ବୋଲ୍ଡ ଅାଉଟ୍ ହୋଇଥତ୍ଲେ ଡିକକ୍ ଏହାପରେ ଡେନ ପିଟ୍ଙ୍କ କ୍ଲିନ ବୋଲ୍ଡ କରି ଉଇକେଟ ଭାଙ୍ଗି ଦେଇଥତ୍ଲେ ତେବେ ସାମି ଇନିଂସରେ ୫ ଉଇକେଟ ନେଇଛନ୍ତି ତାଙ୍କ ପୂର୍ବରୁ ପ୍ରଥମ ଭାରତୀୟ ପେସର ଭାବେ ବୁମରା ଗୋଟିଏ ଇନିଂସରେ ୪ ବ୍ୟାଟ୍ସମ୍ୟାନଙ୍କୁ ବୋଲ୍ଡ କରିବାର ସୌଭାଗ୍ୟ ଅର୍ଜନ କରିଥତ୍ଲେ ସେ ଚଳିତ ବର୍ଷ େଓ୍ବଷ୍ଟଇଣ୍ଡିଜ ବିପକ୍ଷରେ ନର୍ଥ ସାଉଣ୍ଡଠାରେ ଖେଳାଯାଇଥତ୍ବା ଟେଷ୍ଟରେ ଏହି ସଫଳତା ପାଇଥତ୍ଲେ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?