ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ

ଗଞ୍ଜାମ, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍‌ ୨୧ ଦିନ ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ଗହଳି ହେଲେ ପୋଲିସ ଅତର୍କିତ ଚଢ଼ାଉ କରୁଛି । ଏଥିରୁ ବୁଲାଗୋରୁ ମଧ୍ୟ ବାଦ୍‌ ପଡ଼ିନାହାନ୍ତି । ଏନ୍‌ଏସି ପ୍ରଶାସନ ପକ୍ଷରୁ ତିନିଦିନ ତଳେ ସହରରେ ବୁଲୁଥିବା ଗୋରୁଙ୍କୁ ବଡ଼ବଜାରଠାରେ ଥିବା ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପାଇଁ କୌଣସି ବ୍ୟବସ୍ଥା ନ ଥିବା ଯୋଗୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଛି । ଏ ନେଇ ବଡ଼ବଜାର ବଣିକ ସଙ୍ଘ ସଭାପତି ଗୌରୀଶଙ୍କର ବାରିକି କୁହନ୍ତି, ଯେହେତୁ ସେମାନଙ୍କ ପାଟି ଫିଟୁନି ତେଣୁ ସେମାନଙ୍କ ପ୍ରତି ଏଭଳି କରିବା ଠିକ୍‌ ନୁହେଁ। ସେହିପରି ତହସିଲଦାର ଅବନୀ କୁମାର ସାହୁ କୁହନ୍ତି, ଏନ୍‌ଏସି ଇଓଙ୍କ ସହ କଥା ହେବା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?