ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ ୨ ଜଣ ଆହତ ହୋଇଛନ୍ତି। ସଂପୃକ୍ତ ଅଞ୍ଚଳବାସୀ ଆହତ ଦ୍ବୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଥିମଧ୍ୟରୁ ବାଇକ ଚାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି।

ଘଟଣାରୁ ପ୍ରକାଶ ଯେ, ଆଜି କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ଛାତ୍ରୀଛାତ୍ରମାନେ ଷ୍ଟଡିଟୁର ଯାଉଥିଲେ। ତେଣୁ ଜଣେ ଅଭିଭାବକ ତାଙ୍କ ଝିଅକୁ କଲେଜକୁ ଛାଡ଼ିବାକୁ ଆସିଥିଲେ। ଝିଅକୁ ଛାଡ଼ିବା ପରେ ସେ କଲେଜ ମୁଖ୍ୟ ଫାଟକ ଦେଇ ବାହାରକୁ ଆସୁଥିଲେ। ଏହି ସମୟରେ ମୁଖ୍ୟ ସଡକରେ ଏକ ବାଇକ ଆସୁଥିଲା। ଫଳରେ ବୁଲେଟ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ଙ୍କ ମୃତଦେହ ଜବତ, ପାଟିରୁ ବହାରିଛି ରକ୍ତ, ୨ ରୁମ୍‌ମେଟ୍‌ ଅଟକ

ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍‌ଶିପ୍‌ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

୧୫ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଲର୍ଟ, ଝଡବର୍ଷା ହେବା ନେଇ ଚେତାଇଲା IMD

ନୂଆଦିଲ୍‌ଲୀ,୨୧।୨: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି, ଏବଂ ଏବେ, ଖରା ପାଗ ସତ୍ତ୍ୱେ, ପ୍ରବଳ ଗରମ ଅନୁଭୂତ ହେବା ଆରମ୍ଭ ହୋଇଛି। ଦିଲ୍ଲୀ, ପଞ୍ଜାବ ଏବଂ…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri