ମୁମ୍ବାଇ,୨।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବା ପରେ ଉଦ୍ଧବ ଠାକରେ ବୁଲେଟ୍ ଟ୍ରେନ୍ ପରିଯୋଜନା ସହ ମହାରାଷ୍ଟ୍ରର ଅନ୍ୟ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ବୁଲେଟ୍ ଟ୍ରେନ୍ ପରିଯୋଜନାକୁ କୃଷକ ଓ ଅନୁସୂଚିତ ଜନଜାତି ବିରୋଧ କରୁଛନ୍ତି। କାରଣ ଏଥିରେ ସେମାନଙ୍କୁ ଜମି ହରାଇବାକୁ ପଡୁଛି। ହେଲେ ଏହାକୁ ସରକାର ଅଧିଗ୍ରହଣ କରୁଛନ୍ତି। ରବିବାର ରାତିରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ଉଦ୍ଧବ କହିଛନ୍ତି ଏହାର ସମୀକ୍ଷା ନିର୍ଦ୍ଦେଶ ଦିଆଯାଇଛି। କାରଣ ଏ ସରକାର ସାଧାରଣ ଜନତାଙ୍କ ସରକାର।
ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…
ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…
ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ
ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…
କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…
କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…
ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ
ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…
ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ
ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…
ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ
ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…
ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ
ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…
ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ
ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…
Archives

