ବୁଲ୍‌ବୁଲ୍‌ ପାଇଁ ରେଳପଥ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ହେଲ୍‌ପ୍‌ଲାଇନ ନମ୍ବର ଜାରି

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏଥିସହ ଯାତ୍ରୀମାନଙ୍କ ପାଇଁ ହେଲ୍‌ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି। ୮୪୫୫୮୮୫୯୩୯, ୦୬୭୪-୨୩୦୩୫୬୪ ନମ୍ବରରେ ଯାତ୍ରୀମାନେ ଯୋଗାଯୋଗ କରିପାରିବେ। ଏଥିସହ ପ୍ରମୁଖ ଅଧିକାରୀମାନଙ୍କୁ ବାତ୍ୟା ପ୍ରଭାବ ଉପରେ ନଜର ରଖିବା ପାଇଁ ଦାୟିତ୍ୱ ଦିଆଯାଇଛି। ସମ୍ପୃକ୍ତ ଅଧିକାରୀମାନେ ୨୪ ଘଣ୍ଟିଆ ଦାୟିତ୍ୱରେ ରହି ଯାତ୍ରୀ ଓ ରେଳ ସୁରକ୍ଷା ସ୍ଥିତି ତଦାରଖ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri