ବୃଦ୍ଧାଙ୍କୁ ଗଛତଳୁ ଉଦ୍ଧାର କଲା ପ୍ରଶାସନ

ନୂଆପଡା ଅଫିସ,୪।୪- ନୂଆପଡ଼ା ଜିଲା କୋମନା ବ୍ଲକ ପ୍ରଶାସନ ସାବିତ୍ରୀ ତାଣ୍ଡି (୬୫) ନାମ୍ନୀ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରିଛି । ତାଙ୍କ ଘର ସ୍ଥାନୀୟ ଧୂମାଭଟା ଗାଁରେ ବୋଲି ଜଣାପଡିଛି । ସେ ଭୋକଉପାସରେ ପଣ୍ଡରାପଥର ଗାଁ ମୁଣ୍ଡ ବରଗଛ ତଳେ ରହିଥିଲେ। ମଦର ଟେରେସା ସର୍ଭିସ ତରଫରୁ ତାଙ୍କୁ ଖାଦ୍ୟ ଓ ଆବଶ୍ୟକ ସହାୟତା ଦେଇ ବ୍ଲକର ଦୃଷ୍ଟି ଆକର୍ଷଣ କରାଯାଇଥିଲା । ବିଡିଓ ଶ୍ୟାମଳ ରଏ ଗାଁରେ ପହଞ୍ଚି ସମ୍ପୃକ୍ତ ବୃଦ୍ଧାଙ୍କୁ ଉଦ୍ଧାର କରି ନୂଆପଡାସ୍ଥିତ ଜରାଶ୍ରମକୁ ପଠାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ଚୋରି ସନ୍ଦେହରେ ଯୁବକଙ୍କୁ ପିଟି ମାରିଦେବା ଘଟଣା: ଥାନା ଗେଟ୍‌ ବନ୍ଦ କରିବା ସହ ରାସ୍ତା ରୋକୋ କଲେ ମହିଳା

ମୋରଡା,୨୪।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ପିଲା ଚୋରି ସନ୍ଦେହରେ ଲୋକେ ଜଣେ ଅଚିହ୍ନା ଯୁବକଙ୍କୁ ପିଟିପିଟି ମାରିଦେବା ଘଟଣାରେ ଉତ୍ୟକ୍ତ ମହିଳାମାନେ ଆଜି…

ରାଉରକେଲା NIT କ୍ୟାମ୍ପସରେ ହାତୀ ଆତଙ୍କ, ଛାତ୍ରୀଛାତ୍ର ଭୟଭୀତ

ରାଉରକେଲା,୨୪।୨(ସଂଗୀତା ଜେନା): ମଙ୍ଗଳବାର ସକାଳେ ଦୁଇଟି ବନ୍ୟ ହାତୀ ରାଉରକେଲା ପରିସରରେ ପ୍ରବେଶ କରିବା ପରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି କ୍ୟାମ୍ପସରେ କିଛି ସମୟ ପାଇଁ…

ନାଲ୍‌କୋ ସପକ୍ଷବାଦୀଙ୍କୁ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ଚେତାବନୀ: କମ୍ପାନୀ ବିପକ୍ଷବାଦୀଙ୍କ ବୈଠକ

ପଟ୍ଟାଙ୍ଗି,୨୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ମାଲକାରବନ୍ଧ ଗ୍ରାମ ନିକଟରେ ବିପକ୍ଷବାଦୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି।…

ଜମି ପାଖ ପୋଖରୀରୁ ମିଳିଲା ମୃତଦେହ ଉଦ୍ଧାର: ସନ୍ଦେହଜନକ ମୃତ୍ୟୁକୁ ନେଇ ବଢିଲା ଚର୍ଚ୍ଚା

ବଲାଙ୍ଗୀର,୪।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ମିରିଦ୍ଧାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ପାଖ ଜମିରେ ଥିବା ଏକ ପୋଖରୀରୁ…

ଲୁଚିଛପି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରୁଥିଲେ: ଦେଖିଦେଲେ ଗ୍ରାମବାସୀ

ପଟ୍ଟାଙ୍ଗି,୨୪ା୨(ଶରତ କୁମାର ଧଳ):  କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ପୁରୁଣାପଦର ଗ୍ରାମ ନିକଟରେ ଲୁକ୍କାୟିତ ଭାବେ ରାସ୍ତା ନିର୍ମାଣ କରିବାକୁ ଆସିଥିବା ଠିକାଦାର…

ପ୍ରଣବଙ୍କ ଫାର୍ମ ହାଉସରେ ବୁଲିଲା ବୁଲଡୋଜର: ଜବରଦଖଲ ଉଚ୍ଛେଦ ଜାରି

ଧର୍ମଶାଳା,୨୪।୨(ଶିବ ପ୍ରସାଦ ମହାନ୍ତି): ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ବୁଲଡୋଜର ବୁଳିଛି। ପ୍ରଶାସନ ପକ୍ଷରୁ ପ୍ରଣବଙ୍କ ଫାର୍ମ ହାଉସରେ ଜବରଦଖଲ ଉଚ୍ଛେଦ…

ରାଜ୍ୟ ସଭା ନିର୍ବାଚନ: କୋରାପୁଟକୁ ଗୋଟେ ଯାଇପାରେ

ରାୟଗଡ଼ା,୨୪।୨(ଆଶିଷ ରଞ୍ଜନ ପଣ୍ଡା): ଡ଼ିଶାର ୪ ଜଣ ରାଜ୍ୟ ସଭା ସଦସ୍ୟ ମମତା ମହନ୍ତ, ନିରଞ୍ଜନ ବିଶି, ମୁଜିବୁଲ୍ଲା ଖାନ୍‌ ଏବଂ ସୁଜିତ୍‌ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ…

ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ

ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri