ବୃଦ୍ଧାଙ୍କ ଉପରେ ମାଡ଼ିଗଲା ବାଉଁଶ ବୋଝେଇ ପିକ୍‌ଅପ୍‌

ପାଟଣା,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମ ହୁଡ଼ିସାହିର ଜଣେ ବୃଦ୍ଧାଙ୍କ ଉପରେ ଗୁରୁବାର ସକାଳେ ଏକ ବାଉଁଶ ବୋଝେଇ ପିକ୍‌ଅପ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ହେଲେ ଟୁରି ମୁଣ୍ଡା।
ସୂଚନା ଅନୁଯାୟୀ, ଟୁରି ଗାଁ ପୋଖରୀକୁ ଗାଧୋଇବାକୁ ଯାଉଥିବା ବେଳେ ବାଉଁଶ ବୋଝେଇ ପିକ୍‌ଅପ୍‌ଟି ତାଙ୍କୁ ଧକ୍କା ଦେଇଥିଲା। ଏଥିରେ ତାଙ୍କ ଡାହାଣ ଗୋଡ଼ ଭାଙ୍ଗି ଯାଇଥିଲା। ତାଙ୍କୁ ଆମ୍ବୁଲାନ ଯୋଗେ କେନ୍ଦୁଝର ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟିଥିବା ପିକ୍‌ଅପ୍‌ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri